Masthead

ଯଦି ସାହସ ଅଛି ରାଜସ୍ଥାନ, ଛତିଶଗଡ ଏବଂ ପଶ୍ଚିମବଙ୍ଗ ବିଷୟରେ ଆଲୋଚନା କରନ୍ତୁ: ସ୍ମୃତି ଇରାନୀ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ମଣିପୁରରେ ମହିଳାଙ୍କ ସହ ହେଉଥିବା ହିଂସା ଉପରେ ସଂସଦରେ ପ୍ରଧାନମନ୍ତ୍ରୀ ବୟାନ ରଖନ୍ତୁ ବୋଲି ଦାବି କରି ବିରୋଧୀମାନେ ୪ ଦିନ ହେବ ହଟ୍ଟଗୋଳ କରୁଛନ୍ତି । କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ବିରୋଧୀଙ୍କ ହଟ୍ଟଗୋଳକୁ ନେଇ ବିରୋଧୀଙ୍କୁ କଡ଼ା ଟାର୍ଗେଟ୍‌ କରିଥିଲେ। ରାଜ୍ୟ ସଭାରେ ପ୍ରଶ୍ନ କାଳରେ ବିରୋଧୀ ଦଳର ଏମ୍‌ପିମାନେ ମଣିପୁର ପ୍ରସଙ୍ଗରେ ସ୍ଲୋଗାନ ଦେଇଥିଲେ।

କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ରାଗିଯାଇ ବିରୋଧୀଙ୍କୁ ଚ୍ୟାଲେଞ୍ଜ କରି କହିଛନ୍ତି ଯେ, ଯଦି ଆପଣଙ୍କର ସାହସ ଅଛି ତେବେ ରାଜସ୍ଥାନ, ଛତିଶଗଡ ଏବଂ ପଶ୍ଚିମବଙ୍ଗ ବିଷୟରେ ମଧ୍ୟ ଆଲୋଚନା କରନ୍ତୁ। ବିଜେପି ଏମ୍‌ପି ତଥା ଆଥଲେଟ ପି.ଟି ଉଷା ରାଜ୍ୟ ସଭାରେ ଭାଷଣ ଦେଉଥିବାବେଳେ ବିରୋଧୀ ଦଳର ଏମ୍‌ପିମାନେ ‘ମଣିପୁର-ମଣିପୁର’ର ସ୍ଲୋଗାନ ଦେବା ଆରମ୍ଭ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ