Masthead

ବିଜେପିରେ ମିଶିପାରନ୍ତି ଅମର ପଟ୍ଟନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବିଜେଡିକୁ ଲାଗିପାରେ ବଡ଼ ଝଟକା। ଶଙ୍ଖ ଛାଡ଼ି ପଦ୍ମ ଧରିବେ ବିଜେଡି ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ । ବିଜେପିରେ ସାମିଲ୍ ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ପଦ୍ମ ଧରି ପାରନ୍ତି । ରାଜ୍ୟ ସଭାପତି ଏବଂ ପ୍ରଭାରୀଙ୍କ ଉପସ୍ଥିତିରେ ଅମର ପଦ୍ମ ଧରିବେ ବୋଲି ଚର୍ଚ୍ଚା ହେଉଛି । ତାଙ୍କ ସହ କିଛି ନୂଆପଡାର ବିଜେଡି ବି ନେତା ବି ବିଜେପିରେ ସାମିଲ ହୋଇପାରନ୍ତି ବୋଲି କୁହାଯାଉଛି ।ଏହି ମିଶ୍ରଣ ସଭାରେ ରାଜ୍ୟ ସଭାପତି ଓ ପ୍ରଭାରୀଙ୍କ ଉପସ୍ଥିତିରେ ସାମିଲ୍ ହୋଇପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା