Masthead

କ’ଣ ପାଇଁ ରାଜ୍ୟକୁ ବଦନାମ କରୁଛନ୍ତି ବିରୋଧୀ ଦଳ ଦେତା: ଅମର ଶତପଥୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିରୋଧୀ ଦଳ ନେତାଙ୍କୁ ବିଜେଡି ବିଧାୟକ ଅମର ଶତପଥୀ।ଙ୍କ ଜବାବ । କହିଲେ ନଗଡା ଯାଇ ଦେଖିଆସନ୍ତୁ ବିରୋଧୀ ଦଳ ନେତା। କ’ଣ ପାଇଁ ରାଜ୍ୟକୁ ବଦନାମ କରୁଛନ୍ତି । ନଗଡା ସାଙ୍ଗକୁ ସୁକିନ୍ଦାକୁ ବଦନାମ କରିବାକୁ କିଏ ଦେଲା ଅଧିକାର। ଦେଖିଆସନ୍ତୁ ନଗଡାର ସ୍ଥିତି ଏବେ କଣ। ସେଠି ସରକାର କଣ ସବୁ କଲେଣି। ପୃଷ୍ଟିଜାତୀୟ ଖାଦ୍ୟ ଯୋଗାଇ ନୂଆ ରୂପ ଦେଇଛି ଆମ ସରକାର। ବୁଲି ଆସିଲେ ହୁଏତ ବୁଝିଯିବେ ସେବେକାର ନଗଡା ଓ ଏବେକାର ନଗଡା ଭିତର ପ୍ରଭେଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି