ବିଜେପିରେ ମିଶିଲେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରେ ଯୋଗଦେଲେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ । ବିଜେପି ରାଜ୍ୟ କାର୍ୟ୍ୟାଳୟକୁ ଆସି ଆନୁଷ୍ଠାନିକ ଭାବେ ହେଲେ ସାମିଲ । ବିଜେଡି ଟିକେଟ ନଦେବାରୁ ଅସନ୍ତୁଷ୍ଟ ଥିଲେ ଅମରେନ୍ଦ୍ର । ବିଜେଡି ଜଗତସିଂହପୁର ଆସନ ପାଇଁ ପ୍ରଶାନ୍ତ ମୁଦୁଲିଙ୍କୁ ପ୍ରାର୍ଥୀ କରିଛି । କିନ୍ତୁ ଅମରେନ୍ଦ୍ର ଦାସ ମଧ୍ୟ ଜଗତସିଂହପୁର ଆସନ ପାଇଁ ଆଶାୟୀ ଥିଲେ । ଟିକେଟ୍ ନମିଳିବା ପରେ ନିରାଶ ହୋଇ ଅମରେନ୍ଦ୍ର ଦାସ ଦଳ ଛାଡିଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ