Masthead

ମୋଦୀଙ୍କ ପରାମର୍ଶଦାତା ଅମରଜିତ ସିହ୍ନାଙ୍କ ଇସ୍ତଫା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅମରଜିତ ସିହ୍ନା ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରାମର୍ଶଦାତା ଅମରଜିତ ସିହ୍ନା ଇସ୍ତଫା ଦେଇଛନ୍ତି । ମିଳିଥିବା ସୂଚନା ମୁତାବକ ଅମରଜିତ ହେଉଛନ୍ତି ୧୯୮୩ ବିହାର କ୍ୟାଡରର ଜଣେ ଆଇଏଏସ ଅଫିସର ।

ଗତବର୍ଷ ଫେବୃୟାରୀ ମାସରେ ତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଥିଲା । ତେବେ ଅମରଜିତଙ୍କୁ ମିଶାଇଲେ ଚଳିତ ବର୍ଷ ଏହା ଦ୍ଵିତୀୟ ଇସ୍ତଫା ହେବ । କାରଣ ଚଳିତ ବର୍ଷ ମାର୍ଚ୍ଚ ମାସରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ସିହ୍ନା ଇସ୍ତଫା ଦେଇଥିଲେ ।

ଗ୍ରାମୀଣ ବିକାଶ ମନ୍ତ୍ରାଳୟର ସଚିବ ପଦରୁ ଅବସର ନେବା ପରେ ତାଙ୍କୁ ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଥିଲା । ତିନି ଦଶକର କ୍ୟାରିୟର ବାବଦରେ କହିବାକୁ ଗଲେ ସିହ୍ନା ଶିକ୍ଷା ଓ ପଞ୍ଚାୟତିରାଜ ମନ୍ତ୍ରାଳୟ ର ଗୁରୁତ୍ୱପୂର୍ଣ୍ଣ ପଦ ପଦବୀରେ ଥିଲେ । ତାଙ୍କର ନ୍ୟାସନାଲ ରୁରାଲ ହେଲଥ ମିଶନ ଓ ସର୍ବଶିକ୍ଷା ଅଭିଯାନ ଭଳି ଯୋଜନାରେ ତାଙ୍କର ପ୍ରମୁଖ ଭୂମିକା ଥିଲା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି