Masthead

ଆମ୍ବେଦକରଙ୍କ ସବୁଠୁ ଉଚ୍ଚା ପ୍ରତିମୂର୍ତ୍ତି ଅନାବରଣ କରିବେ କେସିଆର

ତେଲେଙ୍ଗାନା (ବଡ଼ ଖବର ବ୍ୟୁରୋ):  ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଆଜି ବିଆର ଆମ୍ବେଦକରଙ୍କ ୧୨୫ ଫୁଟ ଉଚ୍ଚତାର ପ୍ରତିମୂର୍ତ୍ତି ଅନାବରଣ କରିବେ । ସମ୍ବିଧାନ ପ୍ରଣେତା ଆମ୍ବେଦକରଙ୍କ ଜୟନ୍ତୀରେ ଏହାକୁ ଉନ୍ମୋଚନ କରାଯିବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଯାହାକୁ ନେଇ କେସିଆର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ପ୍ରତିମୂର୍ତ୍ତି ଅନାବରଣ ବେଳେ ହେଲିକପ୍ଟରରୁ ପୁଷ୍ପବୃଷ୍ଟି କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି ।

୨୦୧୬ ଆମ୍ବେଦକରଙ୍କ ୧୨୫ତମ ଜୟନ୍ତୀ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏକ ବିଶେଷ ଘୋଷଣା କରିଥିଲେ । ସଚିବାଳୟକୁ ଲାଗିଥିବା ଏନଟିଆର ଗାର୍ଡେନ୍ସ ଠାରେ ୧୨୫ ଫୁଟ ଉଚ୍ଚତା ବିଶିଷ୍ଟ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବେ ବୋଲି ସେ କହିଥିଲେ । ଏହି ପ୍ରକଳ୍ପ ପାଇଁ ୧୪୬.୫୦ କୋଟି ଟଙ୍କା ଖର୍ଚ୍ଚ ହେବା ନେଇ ଆକଳନ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି