Masthead

ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୩ ଗୁରୁତର

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ । ଜଗତସିଂହପୁର ଜିଲ୍ଲା କଟକ-ପାରାଦ୍ୱୀପ ରାସ୍ତା ଜଇପୁର ଛକ ନିକଟରେ ରୋଗୀ ନେଇ ଯାଉଥିବା ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆମ୍ବୁଲାନ୍ସ ଡ୍ରାଇଭର ସମେତ ତିନିଜଣ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ରୋଗୀ ନେଇ ଯାଉଥିବା ଆମ୍ବୁଲାନ୍ସ କଟକ ପଟୁ ଆସୁଥିବା ଏକ ଟ୍ରଲରରେ ପିଟି ହେବା ଫଳରେ ଆମ୍ବୁଲାନ୍ସ ଚାଳକ ସମେତ ତିନି ଜଣ କର୍ମଚାରୀ ଗୁରୁତର ହୋଇଛନ୍ତି । ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଆମ୍ବୁଲାନ୍ସ ଡ୍ରାଇଭର କାଳନ୍ଦୀ ସାହୁ,ଫାର୍ମାସିଷ୍ଟ ରୁଦ୍ରପ୍ରତାପ ବାରିକ ଓ ହେଲଫର ନିହାର ରଞ୍ଜନ ବାରିକ ଆହତ ହୋଇଛନ୍ତି । ଏଥିରେ ଥିବା ରୋଗୀ ଓ ତାଙ୍କର ଆଟେନଡାଣ୍ଟଙ୍କର କିଛି କ୍ଷତି ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ