Masthead

ଆମ୍ବୁଲାନ୍ସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ସୋର (ବଡ଼ ଖବର ବ୍ୟୁରୋ):  ଆମ୍ବୁଲାନ୍ସକୁ ଧକ୍କା ଦେଲା କଣ୍ଟେନର ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ସହଯୋଗୀ । ବାହାନଗା ବ୍ଲକ ଖନ୍ତାପଡ଼ା ଥାନା ୧୬ନମ୍ବର ଜାତୀୟ ରାଜପଥ ପଣପଣା ବେଗୁନିଆ ନିକଟରେ ଏକ କଣ୍ଟେନର ଧାକ୍କାରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣା ପଡ଼ିଛି । ହାଇୱେ ଷ୍ଟାର ଓଡି୦୨ବି ଏଚ ୮୭୪୩ ଆମ୍ବୁଲାନ୍ସ ଜାତୀୟ ରାଜପଥକୁ ଉଠୁଥିବା ବେଳେ ବାଲେଶ୍ୱର ପଟୁ ଏନଏଲ୦୧ଏଏ ୯୦୯୯ କଣ୍ଟେନର ଆସି ପଛପଟୁ ଧକ୍କା ଦେଇଥିଲା । ଫଳରେ ଆମ୍ବୁଲାନ୍ସଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବେଳେ ଡ୍ରାଇଭର ଏବଂ ସହଯୋଗୀ ଅଳ୍ପକେ ବର୍ତ୍ତୀ ଯାଇଥିଲେ । ପରେ ଖନ୍ତାପଡ଼ା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି କଣ୍ଟେନରଟିକୁ ଥାନାକୁ ନେଇ ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ