Masthead

ଜିଲ୍ଲାପାଳଙ୍କୁ ଆମ୍ବୁଲାନ୍ସ ସଂଘର ଦାବିପତ୍ର

ପୁରୀ (ବଡ଼ ଖବର ବ୍ୟୁରୋ):ଜିଲ୍ଲାବ୍ୟାପୀ ୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ଦାବିପତ୍ର । ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନେ ବିଭିନ୍ନ ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ବାର୍ଷିକ ଦରମା ବୃଦ୍ଧି, ବିଶ୍ରାମଗାର ସୁବିଧା ଭଳି ଅନେକ ଦାବିନେଇ ଦାବିପତ୍ର ପ୍ରଦାନ କରାଯାଇଛି । ଅନେକ ସମୟରେ ୧୦୮ ଆମ୍ବୁଲାନ୍ସର କର୍ମଚାରୀ ଲୋକମାନଙ୍କ ଦ୍ବାରା ଆକ୍ରମଣର ଶିକାର ହେଉଛନ୍ତି ।

ଏନେଇ ସ୍ଵତନ୍ତ୍ର ଦଣ୍ଡବିଧାନ ସହ ଦୋଷୀମାନଙ୍କ ପ୍ରତି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଆଦି ଦାବି କରିଛି ସଂଘ । ୧୦୮ ଆମ୍ବୁଲାନ୍ସ କର୍ମୀଙ୍କ ଆକସ୍ମିକ ମୃତ୍ୟୁ ହେଲେ ଅନୁକମ୍ପା ରାଶି ୨୦ଲକ୍ଷ ଟଙ୍କା ଓ ଆକ୍ରମଣ ହେଲେ ୧୦ଲକ୍ଷ ଦିଆଯିବା ଦାବି କରିଛନ୍ତି ୧୦୮ ଆମ୍ବୁଲାନ୍ସ ସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ