Masthead

ଆସିଲାନି ଆମ୍ବୁଲାନ୍ସ, ଚାଲିଗଲା ଜୀବନ

ଲକ୍ଷ୍ମୀପୁର (ବଡ଼ ଖବର ବ୍ୟୁରୋ):  ଗାଁକୁ ଆସିଲାନି ଆମ୍ବୁଲାନ୍ସ । ଚାଲିଗଲା ରୋଗୀର ଜୀବନ । ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ଆନ୍ଧ୍ର ସୀମାନ୍ତବର୍ତ୍ତୀ ବନ୍ଧୁଗାଁ ବ୍ଲକରେ । ମୃତକ ହେଲେ ଅଜୟ ହୁଲ୍ଲାକା । ଅଜୟଙ୍କ କିଛି ଦିନ ହେବ ଜ୍ୱରରେ ପଡ଼ିଥିଲେ ।

ଅବସ୍ଥା ଗୁରୁତର ହେବାରୁ ୧୦୮କୁ କଲ କରିଥିଲେ । କିନ୍ତୁ ଆମ୍ବୁଲାନ୍ସ ପହଞ୍ଚି ନପାରିବାରୁ ଶେଷରେ ଅଜୟ ଶେଷ ନିଶ୍ୱାସ ନେଇଥିଲେ । ଚିତ୍ରବନ୍ଧୁ ଗାଁ ବ୍ଲକରେ ବାରମ୍ବାର ଏଭଳି ଘଟଣା ଘଟୁଥିବାରୁ ସ୍ୱାସ୍ଥ୍ୟସେବା ଉପରେ ପ୍ରଶ୍ନ ଉଠିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା