Masthead

ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ : ଗହିଳିରେ ଫସିଲା ଆମ୍ବୁଲାନ୍ସ । ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ । ଆମ୍ବୁଲାନ୍ସ ଭିତରେ ଛଟପଟ ହେଲେ ରୋଗୀ । ଚାନ୍ଦବାଲି ଥାନା ମତୋ ବଜାରରେ ଅଭାବନୀୟ ଦୃଶ୍ୟ । ପ୍ରସବ ପାଇଁ ଗର୍ଭବତୀଙ୍କୁ ଚାନ୍ଦବାଲି ଡାକ୍ତରଖାନା ନିଆଯାଉଥିଲା । ରାସ୍ତାରେ ଗାଡ଼ି ଜାମ୍ ଯୋଗୁଁ ଫସିରହିଥିଲା ଆମ୍ବୁଲାନ୍ସ । ୧୫ ମିନିଟ ଧରି ଫସିରହିଲା ଆମ୍ବୁଲାନ୍ସ ।

ଆମ୍ବୁଲାନ୍ସର ଆଗ, ପଛରେ ଏବଂ ସାଇଡରେ ଯିବାକୁ ମଧ୍ୟ କୌଣସି ରାସ୍ତା ନଥିଲା । ଫାଣ୍ଡି ଠାରୁ ମାତ୍ର ୧୦୦ ମିଟର ଦୂରତାରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଏହା କେବଳ ଆଜିର ନୁହେଁ , ପ୍ରତ୍ୟେକ ଦିନ ଏଭଳି ସମସ୍ୟା ଉପଜୁଥିବା ବେଳେ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉନଥିବା ରାସ୍ତାଦେଇ ଯାଉଥିବା ଯାତ୍ରୀ ମାନେ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା