ରାହୁଲଙ୍କୁ ଆମେରିକୀୟ ଏମପିଙ୍କ ସମର୍ଥନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗତକାଲି ରାହୁଲଙ୍କ ସଭ୍ୟପଦ ରଦ୍ଦ ହୋଇଛି । ଏହି ନିଷ୍ପତ୍ତିକୁ ନେଇ କଂଗ୍ରେସ ଓ ବିରୋଧୀ ଦଳର ସମସ୍ତ ନେତା ବିରୋଧ କରିଛନ୍ତି। ବର୍ତ୍ତମାନ ଲୋକ ସଭା ସଦସ୍ୟତା ରଦ୍ଦ ପ୍ରସଙ୍ଗରେ ରାହୁଲ ଗାନ୍ଧୀଙ୍କୁ ଆମେରିକୀୟ ଏମ୍‌ପି ରୋ ଖାନ୍ନାଙ୍କ ସମର୍ଥନ ମଧ୍ୟ ମିଳିଛି। ସେ ଏହି ନିଷ୍ପତ୍ତିକୁ ଗାନ୍ଧୀବାଦି ଦର୍ଶନ ଏବଂ ଭାରତର ଗଭୀର ମୂଲ୍ୟବୋଧକର ବିଶ୍ୱାସଘାତକତା ବୋଲି କହିଛନ୍ତି। ଏଥିସହ ଏହି ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ଆମେରିକୀୟ ଏମ୍‌ପି ରୋ ଖାନ୍ନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦାବି କରିଛନ୍ତି। ମାର୍ଚ୍ଚ ୨୩ରେ ରାହୁଲ ଗାନ୍ଧୀଙ୍କୁ ସୁରଟ କୋର୍ଟ ଦୁଇ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ