Masthead

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି । ସମ୍ବଲପୁର ଜିଲ୍ଲାପାଳଙ୍କ  ସୂଚନା । ଆସନ୍ତା ୧୦ ଓ ୧୧ ତାରିଖରେ ସମ୍ବଲପୁର ଏବଂ ଭୁବନେଶ୍ୱର ଗସ୍ତରେ ଆସିଥିବାର ଥିଲେ କେନ୍ଦ୍ର ଗୃହ ମନ୍ତ୍ରୀ । ଏହି ଅବସରରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ସହ ଜନସଭାକୁ   ସମ୍ଭୋଧନ କରିବାର କାର୍ଯ୍ୟକ୍ରମ ଥିଲା । ତେବେ ବର୍ତ୍ତମାନ ସମୟରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଗିରହିଥିବା ଉତ୍ତେଜନା ଲାଗି କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି । ବର୍ତ୍ତମାନ ସମୟରେ ଅମିତ ଶାହଙ୍କୁ ଦୁଇ ଦିନିଆ ଓଡ଼ିଶା ଗସ୍ତକୁ ସ୍ଥଗିତ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ