Masthead

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି । ସମ୍ବଲପୁର ଜିଲ୍ଲାପାଳଙ୍କ  ସୂଚନା । ଆସନ୍ତା ୧୦ ଓ ୧୧ ତାରିଖରେ ସମ୍ବଲପୁର ଏବଂ ଭୁବନେଶ୍ୱର ଗସ୍ତରେ ଆସିଥିବାର ଥିଲେ କେନ୍ଦ୍ର ଗୃହ ମନ୍ତ୍ରୀ । ଏହି ଅବସରରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ସହ ଜନସଭାକୁ   ସମ୍ଭୋଧନ କରିବାର କାର୍ଯ୍ୟକ୍ରମ ଥିଲା । ତେବେ ବର୍ତ୍ତମାନ ସମୟରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଗିରହିଥିବା ଉତ୍ତେଜନା ଲାଗି କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି । ବର୍ତ୍ତମାନ ସମୟରେ ଅମିତ ଶାହଙ୍କୁ ଦୁଇ ଦିନିଆ ଓଡ଼ିଶା ଗସ୍ତକୁ ସ୍ଥଗିତ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା