Masthead

ବିଜେପି ଆସିଲେ ଓଡ଼ିଶାର ସନ୍ତାନ ଶାସନ କରିବେ, ବାବୁ ନୁହେଁ : ଅମିତ ଶାହ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ବିଜେପି ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ ପଢ଼ାଇବୁ । ୧୮ ମାସରେ ଚିଟ୍‌ଫଣ୍ଡର ସବୁ ଦୋଷୀଙ୍କୁ ଜେଲ୍‌ରେ ପୁରାଇବୁ ବୋଲି ସମ୍ବଲପୁର ସଭାରେ କହିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ସେ କହିଛନ୍ତି ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୁରାଇ ଲୋକଙ୍କୁ ପଇସା ଫେରାଇବୁ । ଓଡ଼ିଶାର ୧୫ ଲକ୍ଷ ଗରିବଙ୍କୁ ଆମେ ଘର ଦେବୁ ବୋଲି କହିଛନ୍ତି ଶାହ ।

ସେ ଆହୁରି ମଧ୍ୟ କହିଛନ୍ତି ବିଜେଡି ସରକାର ରାମ ଉତ୍ସବରେ ଯୋଗଦେବାରେ ବାଧା ଦେଲେ । ମୋଦି ଦେଶକୁ ସୁରକ୍ଷିତ, ସମୃଦ୍ଧ ବନାଇଛନ୍ତି । ଆଗାମୀ ୨୫ ବର୍ଷ, ଭାରତର ୨୫ ବର୍ଷ ହେବ । । ଓଡ଼ିଶାବାସୀ ନବୀନ ବାବୁଙ୍କୁ ବହୁତ ସହିଲେଣି । ନବୀନ ବାବୁ କିଛି କରୁନାହାନ୍ତି, ତାଙ୍କ ବାବୁମାନେ ଶାସନ କରୁଛନ୍ତି । ବିଜେପି ଆସିଲେ ଓଡ଼ିଶାର ସନ୍ତାନ ଶାସନ କରିବେ, ବାବୁ ନୁହେଁ । ବିଜେପିକୁ ବିଜୟୀ କରାନ୍ତୁ, ସମୃଦ୍ଧ ଓ ସ୍ବାଭିମାନୀ ଓଡ଼ିଶା ବନାନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ