Masthead

ଆଜି ଓଡିଶା ଆସୁଛନ୍ତି ଅମିତ ଶାହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଆଜି ଓଡିଶା  ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଦୁଇ ଦିନିଆ ଓଡିଶା ଗସ୍ତରେ ଆଜି ରାତିରେ ଆସି ଭୁବନେଶ୍ୱରରେ ପହଞ୍ଚିବେ । ଆସନ୍ତାକାଲି (ଶନିବାର) ଭୁବନେଶ୍ୱରରେ ଏକ ସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବେ ଅମିତ ଶାହ । ଏହାପରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ ବରିଷ୍ଠ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରିବେ କେନ୍ଦ୍ର ଗୃହମନ୍ତ୍ରୀ । ଆଗକୁ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ଶାହଙ୍କ ଓଡିଶା ଗସ୍ତ ବେଶ ଗୁରୁତ୍ୱ ବହନ କରୁଛି । ନିର୍ବାଚନକୁ ନେଇ କର୍ମୀଙ୍କୁ ଗୁରୁମନ୍ତ୍ର ଦେଇପାରନ୍ତି ଶାହ ।ରାଜ୍ୟରେ ଆଗୁଆ ବିଧାନସଭା ନିର୍ବାଚନ ହୋଇପାରେ ବୋଲି ଚର୍ଚ୍ଚା ହେଉଛି । ଏହାରି ଭିତରେ ଶାହାଙ୍କ ଏହି ଗଦ୍ତ ବିଜେପି ପାଇଁ କେତେ ସହାୟକ ହେବ ତା’ ଉପରେ ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ