Masthead

ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓଡ଼ିଶା ଆସୁଛନ୍ତି । ଆସନ୍ତା ୨୬ ତାରିଖରେ ଭଦ୍ରକ ଆସିବେ । ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଭଦ୍ରକ ଲୋକସଭା ନିର୍ବାଚନମଣ୍ଡଳୀରେ ସମାବେଶ କରିବେ ଶାହ । ତୃଣମୂଳ ସ୍ତରର ନେତୃତ୍ୱଙ୍କ ସହ ଆଲୋଚନା କରିବେ । ବିଭିନ୍ନ ଐତିହ୍ୟସ୍ଥଳୀ ପରିଦର୍ଶନର କାର୍ଯ୍ୟକ୍ରମ ରହିଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପିର ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ। ତୃଣମୂଳ ସ୍ତରର ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର