Masthead

ଓଡ଼ିଶାକୁ କେବଳ ୪ ଶହ ପାର୍‌ ନୁହେଁ, ପଦ୍ମ ଫୁଟିବା ଦରକାର: ଅମିତ ଶାହ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଲେ ଅମିତ ଶାହ । କହିଛନ୍ତି ଓଡ଼ିଶାରେ ଓଡ଼ିଆ ଭାଷା ସଂସ୍କୃତି ଆଧାରରେ ସରକାର ହେବାକୁ ଯାଉଛି । ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଆତ୍ମାକୁ ଆଜି ଶାନ୍ତି ମିଳୁଥିବ । ଏଥର ଓଡ଼ିଶାରେ ଡବଲ ଇଂଜିନ ସରକାର ହେବାକୁ ଯାଉଛି । ପାଞ୍ଚ ପର୍ଯ୍ୟାୟ ନିର୍ବାଚନ ସରିଗଲାଣି ।

ମୋଦି ୩ ଶହ ପାର୍‌ କରିଗଲେଣି । ସାତ ପର୍ଯ୍ୟାୟ ପରେ ୪ଶହ ପାର୍‌ ହୋଇଯାଇଥିବ । ଓଡ଼ିଶାକୁ କେବଳ ୪ ଶହ ପାର୍‌ ନୁହେଁ, ଏଠାରେ ବି ପଦ୍ମ ଫୁଟିବା ଦରକାର । ଓଡ଼ିଶାର କଳା, ସଂସ୍କୃତିର ସୁରକ୍ଷା ପାଇଁ ବିଜେପି ସରକାର ଦରକାର । ଓଡ଼ିଶା ସରକାର ପାଇକ ବିଦ୍ରୋହକୁ ଭୁଲିବାକୁ ବ୍ୟବସ୍ଥା କରୁଛି । ପ୍ରଧାନମନ୍ତ୍ରୀ ପାଇକ ବିଦ୍ରୋହ ସ୍ମରଣରେ ସ୍ୱତନ୍ତ୍ର ମୁଦ୍ରା ପ୍ରଚଳନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି