Masthead

ପୁଣି ଓଡ଼ିଶା ଆସିବେ ରାଜନାଥ ସିଂ ଓ ଅମିତ ଶାହ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ଓଡ଼ିଶା ଆସିବେ ରାଜନାଥ ସିଂ ଓ ଅମିତ ଶାହ । ଆସନ୍ତାକାଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଆସିବାକୁ ଥିବା ବେଳେ ୨୧ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହ । ଆସନ୍ତାକାଲି ଓଡ଼ିଶାର ୩ଟି ଜାଗାରେ ସଭା କରିବେ ରାଜନାଥ ସିଂ । ପ୍ରଥମେ ରେଢ଼ାଖୋଲରେ ସଭା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ । ରେଢ଼ାଖୋଲ ପରେ ପାଟଣା ଏବଂ ଖୋର୍ଦ୍ଧାରେ ରାଜନାଥଙ୍କ ସଭାର କାର୍ଯ୍ୟକ୍ରମ ରହିଛି ।

ସେହିପରି ଆସନ୍ତା ୨୧ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶାରେ ୪ଟି ନିର୍ବାଚନୀ ସଭାରେ ଯୋଗ ଦେବେ । ପ୍ରଥମେ ସମ୍ବଲପୁରରେ ନିର୍ବାଚନ ପ୍ରଚାର କରିବେ ଅମିତ ଶାହ । ଏହାପରେ କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଓ ନୟାଗଡ଼ରେ ସାଧାରଣ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା