Masthead

ବିଜେପି ସରକାର ହେଲେ ରତ୍ନଭଣ୍ଡାର ଲୁଟେରାଙ୍କୁ ସଜା ଦେବୁ: ଅମିତ ଶାହ

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ପରଜଙ୍ଗ ସଭାରେ ଅମିତ ଶାହଙ୍କ ଅଭିଭାଷଣ । କହିଲେ ଏଥର ଓଡ଼ିଶାରେ ବିଜେପିର ରାଜ୍ୟ ସରକାର ହେବାକୁ ଯାଉଛି । ସାରା ଦେଶ ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବାକୁ ପ୍ରସ୍ତୁତ । ଓଡ଼ିଶାରେ କୌଣସି ତାମିଲ ବାବୁ ଶାସନ କରିପାରିବେ ନାହିଁ । ଆମ ସରକାର ହେଲେ ରତ୍ନଭଣ୍ଡାର ଲୁଟେରାଙ୍କୁ ସଜା ଦେବୁ ।

ଆଜି ଓଡ଼ିଶାର ଯୁବବର୍ଗ ଗୁଜରାଟ, ହରିୟାଣା ଚାକିରି ପାଇଁ ଯାଉଛନ୍ତି । ୫ ବର୍ଷ ମୋଦିଙ୍କୁ ଦିଅନ୍ତୁ, ଓଡ଼ିଶାରେ ଚାକିରି ଦେବା ବ୍ୟବସ୍ଥା କରିବୁ । ନବୀନଙ୍କୁ ରିଟାୟାର୍ଡ କର, ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ ହେବ । ନବୀନ ବାବୁ ବୁଢ଼ା ହୋଇଗଲେଣି, ତାଙ୍କୁ ରିଟାୟାର୍ଡ କରନ୍ତୁ । ବର୍ଷକରେ ୧ ଲକ୍ଷ ୫୦ ହଜାର ଯୁବବର୍ଗଙ୍କୁ ଚାକିରି ଦେବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି