Masthead

୧୭ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୭ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଢେଙ୍କାନାଳରେ ହେବାକୁ ଥିବା ମହା ଜନସମ୍ପର୍କ ଯାତ୍ରାରେ ସାମିଲ ହେବେ । ଏନେଇ ସୂଚନା ଦେଇଛନ୍ତି ବିଜେପି ସାଧାରଣା ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ତେବେ ଚୂଡାନ୍ତ କାର୍ଯ୍ୟସୂଚୀ ବର୍ତମାନ ସୁଦ୍ଧା ଆସିନାହିଁ । କିନ୍ତୁ ଢେଙ୍କାନାଳ କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ସୂଚନା ମିଳିଛି । ଏକ ବିଶାଳ ସମ୍ମିଳନୀରେ ସେ ଯୋଗଦାନ କରିବେ ।

ପ୍ରାୟ ୫୦ହଜାର ହିତାଧିକାରୀଙ୍କୁ ସମ୍ବୋଧନ କରିବେ । ଏହାସହ ଭାରତ ସରକାରଙ୍କ ଦ୍ୱାରା ପଦ୍ମ ପୁରସ୍କାର ପ୍ରାପ୍ତ ଏବଂ ଭାରତ ସରକାରଙ୍କ ଦ୍ୱାରା ସମ୍ମାନିତ ହୋଇଥିବା ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ଭେଟିବାର ମଧ୍ୟ କାର୍ୟ୍ୟକ୍ରମ ରହିଛି । ବିଜେପି ସରକାରର ୯ ବର୍ଷ ପୂର୍ତି ଅବସରରେ ସାରା ଦେଶରେ ମହା ଜନସମ୍ପର୍କ ଅଭିଯାନ କରୁଛି ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି