Masthead

ଓଡ଼ିଶା ଆସିବେନି ଅମିତ ଶାହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା କାର୍ଯ୍ୟକ୍ରମ ସ୍ଥଗିତ । ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକରେ ରହିଥିଲା କାର୍ଯ୍ୟକ୍ରମ । ଜୁନ ୧୭ରେ ଓଡ଼ିଶା ଆସିଥାନ୍ତେ ଅମିତ ଶାହ । ଗୁଜରାଟରେ ଆସୁଥିବା ବାତ୍ୟା ‘ବିପର୍ଯ୍ୟୟ’ ପାଇଁ ସ୍ଥଗିତ ହେଲା କାର୍ଯ୍ୟକ୍ରମ । ଏନେଇ ସୂଚନା ଦେଇଛନ୍ତି ବିଜେପି ର ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ