Masthead

ଓଡ଼ିଶା ଆସିବେନି ଅମିତ ଶାହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା କାର୍ଯ୍ୟକ୍ରମ ସ୍ଥଗିତ । ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକରେ ରହିଥିଲା କାର୍ଯ୍ୟକ୍ରମ । ଜୁନ ୧୭ରେ ଓଡ଼ିଶା ଆସିଥାନ୍ତେ ଅମିତ ଶାହ । ଗୁଜରାଟରେ ଆସୁଥିବା ବାତ୍ୟା ‘ବିପର୍ଯ୍ୟୟ’ ପାଇଁ ସ୍ଥଗିତ ହେଲା କାର୍ଯ୍ୟକ୍ରମ । ଏନେଇ ସୂଚନା ଦେଇଛନ୍ତି ବିଜେପି ର ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ