Masthead

ଆରମ୍ଭ ହେବ ‘ଆମ ହସ୍ପିଟାଲ’ ଯୋଜନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆରମ୍ଭ ହେବ ‘ଆମ ହସ୍ପିଟାଲ’ ଯୋଜନା । ରାଜ୍ୟର ଡାକ୍ତରଖାନା ଗୁଡିକର ହେବ ରୁପାନ୍ତରୀକରଣ । ’ଆମ ହସ୍ପିଟାଲ’ ଯୋଜନା ମାଧ୍ୟମରେ ରାଜ୍ୟର ୧୪୭ଟି ଯାକ ନିର୍ବାଚନମଣ୍ଡଳୀରେ ଚିହ୍ନଟ ହୋଇଥିବା ଡ଼ାକ୍ତରଖାନାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବାସ୍ଥ୍ୟ ବିଭାଗ ବିଜ୍ଞପ୍ତି ଜାରି କରିଛି । ସରକାରଙ୍କର ୫ଟି ଅଧିନରେ ଜିଲ୍ଲାସ୍ତରୀୟ କମିଟି ସହାୟତାରେ ଜିଲ୍ଲାପାଳ ଏହି ଯୋଜନାକୁ କାର୍ୟ୍ୟକାରୀ କରିବେ ।

ପ୍ରଥମ ପର୍ୟ୍ୟାୟରେ ୧୪୭ଟି ନିର୍ବାଚନମଣ୍ଡଳୀର ଗୋଟିଏ ଲେଖାଏଁ ଡ଼ାକ୍ତରଖାନାକୁ ସାମଗ୍ରୀକ ରୁପାନ୍ତର ପାଇଁ ଚୟନ କରାଯାଇଛି । ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ରାଉରକେଲା ସରକାରୀ ଚିକିତ୍ସାଳୟ ଏବଂ ଭୁବନେଶ୍ବରର କ୍ୟାପିଟାଲ ହସ୍ପିଟାଲ ୫ଟି ରୁପାନ୍ତର ଯୋଜନାରେ ରହିବ । ଏହାସହ ରାଜ୍ୟର ୮ଟି ସହରାଞ୍ଚଳରେ ନୂଆ ଡାକ୍ତରଖାନା ପ୍ରତିଷ୍ଠା କରିବାକୁ ନେଇ ବିଜ୍ଞପ୍ତି ଜାରି କରିଛି ସ୍ବାସ୍ଥ୍ୟ ବିଭାଗ । ବାଲେଶ୍ବର ଜିଲ୍ଲାର ସୋର, ଯାଜପୁର, ବ୍ୟାସନଗର, ମୟୁରଭଞ୍ଜର ରାଇରଙ୍ଗପୁର, ମାଲକାନଗିରି, ସୁନ୍ଦରଗଡ଼ର ରାଜଗାଙ୍ଗପୁର, ଅନୁଗୁଳର ତାଳଚେର ଏବଂ କଟକର ଝୋଲା ସାହିରେ ୮ଟି ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପତିଷ୍ଠା କରାଯିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ