Masthead

ଅମୃତ ଭାରତ ଷ୍ଟେସନ ଯୋଜନା, ଓଡ଼ିଶାରୁ ୨୫

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅମୃତ ଭାରତ ଷ୍ଟେସନ ଯୋଜନା ମାଧ୍ୟମରେ ସାରା ଦେଶରେ ୫୦୮ଟି ରେଳ ଷ୍ଟେସନର ରୂପାନ୍ତରଣ ହେବାକୁ ଯାଉଛି । ଏଥିରେ ଓଡ଼ିଶାରୁ ରହିଛି ୨୫ଟି ଷ୍ଟେସନ । ଏହି ୨୫ଟି ଷ୍ଟେସନର ଆଧୁନିକୀକରଣ ପାଇଁ ୫୩୨ କୋଟି ଟଙ୍କା ନିବେଶ କରାଯିବ । ଓଡ଼ିଶାର ପୁନର୍ବିକଶିତ ହେବାକୁ ଥିବା ରେଳ ଷ୍ଟେସନ ଗୁଡ଼ିକ ହେଲା ଅନୁଗୁଳ, ବଲାଙ୍ଗୀର, ବାଲୁଗାଁ, ବଡ଼ବିଲ, ବରଗଡ଼ ରୋଡ଼, ବାରିପଦା, ବରପାଲି, ଭବାନୀପାଟଣା, ଛତ୍ରପୁର, ଦାମନଜୋଡ଼ି, ଢେଙ୍କାନାଳ, ହରିଶଙ୍କର ରୋଡ଼, ହିରାକୁଦ, ଜଳେଶ୍ୱର, କଂଟାବାଞ୍ଜି, ଖରିଆର ରୋଡ଼, ଖୋର୍ଦ୍ଧା ରୋଡ଼ି ଜଂ, ଲିଙ୍ଗରାଜ ଟେମ୍ପଲ ରୋଡ଼, ମଂଚେଶ୍ୱର, ମେରାମଣ୍ଡଳି, ମୁନିଗୁଡ଼ା, ରେଢ଼ାଖୋଲ, ସାକ୍ଷିଗୋପାଳ, ତାଳଚେର ରୋଡ଼ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା