Masthead

ଅମୃତପାଲଙ୍କ ସହଯୋଗୀ ଅବତାର ସିଂଙ୍କୁ ହତ୍ୟା ଅଭିଯୋଗ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ଖଲିସ୍ତାନୀ ସମର୍ଥକ ଅମୃତପାଲ ସିଂଙ୍କ ଘନିଷ୍ଠ ସହଯୋଗୀ ଅବତାର ସିଂଙ୍କ ହତ୍ୟା ହୋଇଛି। ସେ ଇଂଲଣ୍ଡର ଏକ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କୁ ବିଷ ଦେଇ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି। ଲଣ୍ଡନ ସ୍ଥିତ ଭାରତୀୟ ଦୂତାବାସ ପରିସରରେ ତ୍ରିରଙ୍ଗାକୁ କାଢି ଆଣିବା ଅଭିଯୋଗରେ ଗିରଫ କରାଯାଇଥିଲା।

ଏଥିସହ ଅମୃତପାଲଙ୍କ ଗିରଫକୁ ବିରୋଧ କରି ଅବତାର ଲଣ୍ଡନର ଭାରତୀୟ ଦୂତାବାସ ସମ୍ମୁଖରେ ବିରୋଧ ପ୍ରଦର୍ଶନ କରିବା ସହ ଆକ୍ରମଣ କରିବାର ମାଷ୍ଟର ମାଇଣ୍ଡ ଥିଲେ। ଅବତାରଙ୍କୁ ବମେର୍ଧମର ଡାକ୍ତରଖାନାରେ ଗୁରୁତର ଅବସ୍ଥାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ମୃତ୍ୟୁ ହୋଇଥିବା ଖବର ପହଞ୍ଚିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା