Masthead

ଅମୃତ ଡାଏରୀ ଫାର୍ମର କାର୍ ଚାଳକଙ୍କ ସନ୍ଦେହ ଜନକ ମୃତ୍ୟୁ

 

ରଣପୁର, (ବଡ଼ ଖବର ବ୍ୟୁରୋ):  ରଣପୁର ବ୍ଲକ ଚାନ୍ଦପୁର ଥାନା ରାଇପଡା ସ୍ଥିତ ଅମୃତ ଡାଏରୀ ଫାର୍ମରେ କାର୍ଯ୍ୟରତ କାର୍ ଚାଳକଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି l କ୍ଷତି ପୂରଣ ଦାବିରେ ସ୍ଥାନୀୟ ଲୋକ ଫାର୍ମ ସମ୍ମୁଖରେ ଶବ ରଖି ଧାରଣା ଦେଇ ଥିଲେ ।      ମୃତକଙ୍କ ନାମ ସଂଜୟ ପ୍ରଧାନ, ବୟସ – ୨୩ ବର୍ଷ l ତାଙ୍କୁ ହତ୍ୟା କରା ଯାଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି l ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଜାରି ରଖିଛି l

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ