Masthead

ଅମୃତ ଡାଏରୀ ଫାର୍ମର କାର୍ ଚାଳକଙ୍କ ସନ୍ଦେହ ଜନକ ମୃତ୍ୟୁ

 

ରଣପୁର, (ବଡ଼ ଖବର ବ୍ୟୁରୋ):  ରଣପୁର ବ୍ଲକ ଚାନ୍ଦପୁର ଥାନା ରାଇପଡା ସ୍ଥିତ ଅମୃତ ଡାଏରୀ ଫାର୍ମରେ କାର୍ଯ୍ୟରତ କାର୍ ଚାଳକଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି l କ୍ଷତି ପୂରଣ ଦାବିରେ ସ୍ଥାନୀୟ ଲୋକ ଫାର୍ମ ସମ୍ମୁଖରେ ଶବ ରଖି ଧାରଣା ଦେଇ ଥିଲେ ।      ମୃତକଙ୍କ ନାମ ସଂଜୟ ପ୍ରଧାନ, ବୟସ – ୨୩ ବର୍ଷ l ତାଙ୍କୁ ହତ୍ୟା କରା ଯାଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି l ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଜାରି ରଖିଛି l

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ