Masthead

ତାଲିବାନ ସପକ୍ଷରେ ବାହାରିଲେ ଆଫଗାନ ମହିଳା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦୀର୍ଘ ଦିନ ହେବ ତାଲିବାନ ବିରୋଧରେ ମହିଳାମାନେ ପ୍ରଦର୍ଶନ କରୁଥିଲେ । ହେଲେ ବର୍ତ୍ତମାନ ଆଫଗାନିସ୍ତାନର ମହିଳାମାନେ ତାଲିବାନ ସପକ୍ଷରେ ବାହାରିଥିବାର ଦେଖିବାକୁ ମିଳିଥିଲା । ପାଖାପାଖି ୩୦୦ରୁ ଅଧିକ ମହିଳା ତାଲିବାନ ସରକାରଙ୍କ ସମର୍ଥନରେ ରାସ୍ତାରେ ଓହ୍ଲାଇଛନ୍ତି । ସବୁବେଳେ ତାଲିବାନ ବିରୋଧରେ ମହିଳାମାନେ ରାସ୍ତାକୁ ଓହ୍ଲାଉଥିବା ବେଳେ ପ୍ରଥମଥର ପାଇଁ ତାଲିବାନ ସପକ୍ଷରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ମହିଳାମାନେ । ବୁର୍ଖା ପିନ୍ଧି ମହିଳାମାନେ ରାଜରାସ୍ତାରେ ତାଲିବାନ ସପକ୍ଷରେ ବାହାରିଥିଲେ ।

ତେବେ ସହିଦ ରବାନି ବିଶ୍ୱବିଦ୍ୟାଳୟରେ ଆୟୋଜିତ ଏହି ସମାବେଶରେ ମହିଳାମାନେ ଏକାଧିକ ତାଲିବାନୀ ପତାକା ଧରିଥିଲେ । ଦୁଇ ପାଶ୍ୱର୍ରେ ବିଶାଳ ତାଲିବାନ ପତାକା ଲାଗିଥିବା ‘ପୋଡ଼ିୟମ’ରେ ମହିଳା ବକ୍ତାମାନେ ନିକଟ ଅତୀତରେ ସମଗ୍ର ଆଫଗାନିସ୍ତାନରେ ପ୍ରତିବାଦ କରିଥିବା ମହିଳାମାନଙ୍କୁ ସମାଲୋଚନା କରିଥିଲେ । ଏଘଟଣା ସାମ୍ନାକୁ ଆସିବା ପରେ ସାରା ବିଶ୍ୱରେ ଏହାର ଚର୍ଚ୍ଚା ଜୋର ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା