Masthead

ଜାତୀୟ ରାଜପଥରେ ଅବତରଣ କଲା ବାୟୁସେନାର ଯୁଦ୍ଧ ବିମାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଥମଥର ପାଇଁ ଜାତୀୟ ରାଜପଥରେ ଅବତରଣ କରିଛି ବାୟୁସେନାର ଯୁଦ୍ଧ ବିମାନ । ତେବେ ଭାରତୀୟ ବାୟୁସେନାର ମୁକୁଟ କୁହାଯାଉଥିବା ସୁଖୋଇ ସୁ-୩୦ ଏମକେ ଯୁଦ୍ଧ ବିମାନ ଦେଶକୁ ଏହି ସଫଳତା ଦେଇଛି ।

କେବଳ ସୁଖୋଇ ଯୁଦ୍ଧ ବିମାନ ନୁହେଁ ବରଂ ବାୟୁସେନାର ଜାଲୋରର ଜରୁରୀକାଳୀନ ଲ୍ୟାଣ୍ଡିଂ ଫିଲ୍ଡରେ ଏକ ଉ-୧୩୦ଔ ସୁପର ହର୍କ୍ୟୁଲ୍ସ ପରିବହନ ବିମାନ ଅବତରଣ କରିଥିଲା । ଉକ୍ତ ବିମାନରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, ସଡ଼କ ପରିବହନ ମନ୍ତ୍ରୀ ଏବଂ ବାୟୁସେନା ମୁଖ୍ୟ ମଧ୍ୟ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ