Masthead

ଚାଲିଛି ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ଜମ୍ମୁ କାଶ୍ମୀର ପାଇଁ ଗୁରୁତ୍ୱପୂର୍ଣ୍ଣ ଦିନ । ପ୍ରଧାନମନ୍ତ୍ରୀଙ୍କ ବୈଠକରେ ଚାଲିଛି ସର୍ବଦଳୀୟ ବୈଠକ । ଏଥିରେ ଜମ୍ମୁ କାଶ୍ମୀରର ଗୁପକାର ମେଣ୍ଟ ସହ ଅନ୍ୟାନ୍ୟ ନେତା ବି ସାମିଲ ଅଛନ୍ତି । ଧାରା ୩୭୦ ଉଠିବା ପରେ କାଶ୍ମୀର ନେତାମାନଙ୍କ ସହ ଏହା ହେଉଛି ପ୍ରଧାନମନ୍ତ୍ରୀଙ୍କ ସବୁଠାରୁ ବଡ଼ ବୈଠକ । ବୈଠକରେ କ’ଣ ଆଲୋଚନା କରାଯାଉଛି ତା’ହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନି ।

ତେବେ ଏହି ବୈଠକକୁ ନେଇ ଫାରୁକ ଅବଦୁଲ୍ଲା କହିଛନ୍ତି ଯେ, ବୈଠକର କୌଣସି ଏଜେଣ୍ଡା ନାହିଁ । ଆମେ ଆମ କଥା କହିବୁ, ଆଉ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ ତା ଉପରେ କହିବେ । ସେପଟେ ନେତା ମାନଙ୍କ ବ୍ୟତୀତ ଏହି ବୈଠକରେ ଅଜିତ ଡୋଭାଲ ମଧ୍ୟ ପହଞ୍ଚିଛନ୍ତି । ତେବେ ଏହି ବୈଠକର ନିଷ୍କର୍ଷ ଉପରେ ରହିଛି ସମସ୍ତଙ୍କ ନଜର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ