Masthead

ଆଫଗାନିସ୍ତାନ ସ୍ଥିତି ନେଇ ଆଜି ବସିବ ସର୍ବଦଳୀୟ ବୈଠକ

(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନ ସ୍ଥିତି ନେଇ ନେଇ ଆଜି କେନ୍ଦ୍ର ସରକାର ଡାକିଛନ୍ତି ସର୍ବଦଳୀୟ ବୈଠକ । ତାଲିବାନ ନେଇ କ’ଣ ହେବ ଆଗାମୀ ରଣନୀତି? ଏନେଇ ବସିବ ବୈଠକ । ଦିନ ୧୧ଟାରେ ଏନେଇ ଆଲୋଚନା କରାଯିବ । ଫସି ରହିଥିବା ଭାରତୀୟ ମାନଙ୍କୁ କିପରି ଫେରାଇ ଅଣାଯିବ ଏବଂ ଆଫଗାନ ସ୍ଥିତି ନେଇ ସବୁ ଦଳକୁ ସୂଚନା ଦେବେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ।

ଆଫଗାନସସ୍ତାନରେ ଭାରତ ବଡ଼ ପୁଞ୍ଜି ନିବେଶ କରିଛି । ସଲମା ଡ୍ୟାମ୍, ସଂସଦ ଭବନ ଓ ଜାତୀୟ ରାଜପଥରୁ ଆରମ୍ଭ କରି ସ୍କୁଲ, ହସ୍ପିଟାଲ ଓ ଲାଇବ୍ରେରୀ ପରି ଏକାଧିକ ପ୍ରକଳ୍ପ କରୁଛି ଭାରତ । ଏବେ ତାଲିବାନ କବଜା କରିବା ପରେ ଭାରତ ପାଇଁ ବଡ ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି ।

ଏପରି ସ୍ଥିତିରେ ଭାରତ କ’ଣ ରହିବ ରଣନୀତି, ସେନେଇ ଆଲୋଚନା କରାଯିବ । ତାଲିବାନ ଶାସନ ପରେ ଭାରତ ପକ୍ଷରୁ ଏପର୍ୟ୍ୟନ୍ତ କୌଣସି ପ୍ରତିକ୍ରିୟା ଆସିନାହିଁ । ବର୍ତମାନ ସୁଦ୍ଧା ୫୦୦ ଭାରତୀୟଙ୍କୁ ଫେରାଇ ଆଣିଥିବା ବେଳେ ଫଶି ରହିଥିବା ବାକି ଭାରତୀୟଙ୍କୁ କିପରି ଅଣାଯିବ ସେ ବିଷୟରେ ଆଲୋଚନା କାରାଯିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ