Masthead

ରୋଗୀକୁ ଆଣିବାକୁ ଯାଇ ରାସ୍ତାରେ ଫସିଲା ଆମ୍ବୁଲାନ୍ସ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାର ମାଆକୁ ସମ୍ମାନ ଗାଁକୁ କାମ କହି ବାହା ବାହା ନେଉଥିବା ବେଳେ ତିହିଡି ବ୍ଲକ ସାହାପୁର ପଞ୍ଚାୟତ ମଝିଗ୍ରାମ-କବିର ପୁରରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଉପେନ୍ଦ୍ର ସୁତାରଙ୍କ ବୋହୂ ଗର୍ଭ ଯନ୍ତ୍ରଣାରେ ଛଟପଟ ହେଉଥିବାବେଳେ ସେ ୧୦୨କୁ ଫୋନରେ ଯୋଗାଯୋଗ କରିଥିଲେ ।

ଗାଡ଼ି ଆସିଲା ସତ କିନ୍ତୁ ଖପରା ଡିହଠାରେ ମଝି ରାସ୍ତାରେ କାଦୁଅରେ ୨ଘଣ୍ଟା ପର୍ୟ୍ୟନ୍ତ ଫସି ରହିଥିଲା। ଗାଁ ଲୋକମାନଙ୍କ ସାହାଯ୍ୟରେ ଆମ୍ବୁଲାନ୍ସକୁ କାଦୁଅ ରାସ୍ତାରୁ ବାହାର କରି ୨ଘଣ୍ଟାପରେ ଗର୍ଭବତୀକୁ ମେଡିକାଲ ନେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି