Masthead

ସେନା ଟ୍ରକରେ ଲାଗିଲା ନିଆଁ

ଜାମ୍ମୁକାଶ୍ମୀର  (ବଡ଼ ଖବର ବ୍ୟୁରୋ): ଜାମ୍ମୁକାଶ୍ମୀରର ପୁଞ୍ଝରେ ଅଘଟଣ । ସେନା ଟ୍ରକରେ ଲାଗିଛି ନିଆଁ । ଗୁରୁବାର ଘଟିଛି ଘଟଣା । ଟ୍ରକରେ କିଛି ଯବାନ ଫସି ରହିଥିବା ଅନୁମାନ କରାଯାଉଛି ।  ଏପର୍ଯ୍ୟନ୍ତ ସେନା ଅଧିକାରୀଙ୍କ ପାଖରୁ କୌଣସି ସୂଚନା ମିଳିନାହିଁ । ପୁଞ୍ଛ-ଜମ୍ମୁ ନେସନାଲ ହାଇଓ୍ବେରେ ସେନା ଗାଡ଼ି ଉପରେ ଭୟଙ୍କର ନିଆଁ ଲାଗିଛି। ଏହି ଦୁର୍ଘଟଣାରେ ୪ଜଣ ଯବାନ ଶହୀଦ ହୋଇଛନ୍ତି।

ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। ଏହି ଦୁର୍ଘଟଣା ଭାଟାଦୁଡ଼ିଆ ଅଞ୍ଚଳରେ ଘଟିଥିବା ଜଣାପଡ଼ିଛି।  ସେନାର ବରିଷ୍ଠ ଅଧିକାରୀ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଉକ୍ତ ଘଟଣାର ଯାଞ୍ଚ କରାଯାଉଥିବା ବେଳେ ଏହି ନିଆଁ କିଭଳି ଲାଗିଲା ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ। ଅନ୍ୟପଟେ ଆହତ ଯବାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲକୁ ପଠାଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ