Masthead

ବିଚ୍ଛେଦ ପରେ ବନ୍ଧୁ ହୋଇ ରହିପାରିବା, ଅନୁଭବଙ୍କ ଭାବପ୍ରବଣ ପୋଷ୍ଟ

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ): ଅନୁଭବ ଓ ବର୍ଷାଙ୍କ ଲାଗି ରହିଛି ପାରିବାରିକ ବିବାଦ । ଆଜି ସୋସିଆଲ ମିଡିଆରେ ଅନୁଭବ ବର୍ଷାଙ୍କ ଏକ ଫଟୋ ସେୟାର କରିଛନ୍ତି । ଯେଉଁଥିରେ ସେ କିଛି ଭାବପ୍ରବଣ ହୋଇ ବର୍ଷାଙ୍କ ବିଷୟରେ ଲେଖିଛନ୍ତି । ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ବିବାହର ବିଦାୟ ବେଳର ଫୋଟୋ ପୋଷ୍ଟ କରି ଅନୁଭବ ଲେଖିଛନ୍ତି ସେ ତାଙ୍କୁ ହୃଦୟରୁ ବହୁତ ଭଲ ପାଆନ୍ତି ।

ଯେକୌଣସି କାରଣରୁ ବିବାହ ବିଫଳ ହୋଇଥିଲେ ବି, ବିବାହ ବିଚ୍ଛେଦ ପରେ ବନ୍ଧୁ ହୋଇ ରହିପାରିବେ ନାହିଁ କି ବୋଲି ପ୍ରଶ୍ନ କରିଛନ୍ତି । ଏହି ବିଚ୍ଛେଦ ଏତେ ତିକ୍ତତା ହେଉ ବୋଲି ସେ କେବେ ଚାହିଁ ନାହାନ୍ତି । ବିଚ୍ଛେଦ ତ ନିଶ୍ଚିତ ହେବ, ହେଲେ କାହିଁକି ସମ୍ମାନର ସହ ହେବ ବୋଲି ସେ ପୋଷ୍ଟ କରିଛନ୍ତି । ଆଉ ଏହି ପୋଷ୍ଟକୁ ବର୍ଷା ପ୍ରିୟଦର୍ଶିନୀଙ୍କୁ ସେ ଟ୍ୟାଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ