Masthead

ବାତ୍ୟାକୁ ନେଇ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାକୁ ପୁଣି ବାତ୍ୟାର ଭୟ । ୬ ରେ ହେବ ଘୂର୍ଣ୍ଣିବଳୟ । ୪୮ ଘଣ୍ଟା ପରେ ଏହା ଲଘୁଚାପର ରୂପ ନେବ । ବାତ୍ୟାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ ।

ବୈଠକରେ ଯୋଗ ଦେବେ ବିଦ୍ୟୁତ ବିଭାଗ, ଅଗ୍ନିଶମ ବିଭାଗ, ଜଳ ବିଭାଗ ସମେତ ବିଏମସିର ଉଚ୍ଚ ପଦାଧିକାରୀ । ଏନେଇ ବିଏମସିର ସମସ୍ତ ଟିମ୍ ପ୍ରସ୍ତୁତ ରହିଛନ୍ତି । ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ଅଛନ୍ତି ସମସ୍ତ ଅଫିସର । ସେପଟେ ବାତ୍ୟାକୁ ଦୃଷ୍ଟିରେ ରଖି ଆଗୁଆ ପ୍ରସ୍ତୁତି କରିଛନ୍ତି ରାଜ୍ୟସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି