Masthead

ବାଇଡେନଙ୍କ ଦଳରେ ସାମିଲ ହେଲେ ଭାରତୀୟ-ଆମେରିକୀୟ ଆଇନଜୀବି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକୀୟ ଆଇନଜୀବି ତଥା ଅଧିକାର କର୍ମୀ କିରଣ ଅହୁଜାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତୀୟ- ଅଫିସ୍ ଅଫ୍ ପର୍ସୋନେଲ୍‌ ମ୍ୟାନେଜମେଣ୍ଟ କାର୍ଯ୍ୟାଳୟର ମୁଖ୍ୟ ଭାବରେ ମନୋନୀତ କରିଛନ୍ତି। ଯାହା ଆମେରିକାର ଦୁଇ ଲକ୍ଷରୁ ଅଧିକ ସରକାରୀ କର୍ମଚାରୀଙ୍କୁ ପରିଚାଳନା କରିଥାଏ। ତେବେ ମଙ୍ଗଳବାର ଦିନ ମନୋନୀତ ହୋଇଥିବା ଆମେରିକା ସରକାରରେ ଏହି ଶୀର୍ଷ ପଦବୀରେ ରହିବେ ୪୯ ବର୍ଷୀୟା ଅହୁଜା ।

ଅହୁଜା ୨୦୧୫ ରୁ ୨୦୧୭ ପର୍ଯ୍ୟନ୍ତ ଆମେରିକାର ଅଫିସ୍ ଅଫ୍ ପର୍ସୋନେଲ୍‌ ମ୍ୟାନେଜମେଣ୍ଟର ନିର୍ଦ୍ଦେଶକ ଭାବରେ କର୍ମଚାରୀଙ୍କ ମୁଖ୍ୟ ଭାବରେ କାର୍ଯ୍ୟ କରିଥିଲେ। ତାଙ୍କର ଦୁଇ ଦଶନ୍ଧିରୁ ଅଧିକ ଜନସେବା ଏବଂ ଲୋକହିତକର କ୍ଷେତ୍ରର ନେତୃତ୍ୱ ଅଭିଜ୍ଞତା ରହିଛି। ଅହୁଜା ବର୍ତ୍ତମାନ ଫିଲାନ୍‌ଟ୍ରୋଫି ନର୍ଥୱେଷ୍ଟରେ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବରେ କାର୍ଯ୍ୟ କରନ୍ତି। ସେ ଆମେରିକାର ନ୍ୟାୟ ବିଭାଗରେ ନାଗରିକ ଅଧିକାର ଆଇନଜୀବୀ ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା