ଅଯୋଧ୍ୟାରୁ ଆସିଲା ମହାପ୍ରଭୁଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାପ୍ରଭୁଙ୍କୁ ନିମନ୍ତ୍ରଣ । ଅଯୋଧ୍ୟାରୁ ଆସିଲା ନିମନ୍ତ୍ରଣ । ଆସନ୍ତା ଜାନୁଆରୀରେ ଅଯୋଧ୍ୟାରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ ଆୟୋଜିତ ହେବ । ଏଥିପାଇଁ ସାରା ଦେଶରେ ନିମନ୍ତ୍ରଣ ପଠାଯାଉଛି । ଏହି ସମାରୋହ ପାଇଁ ଦେଶ ତଥା ବିଦେଶରୁ ପ୍ରାୟ ୭ ହଜାର ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି।

ଏଥିପାଇଁ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ଦେଶବ୍ୟାପୀ ଅକ୍ଷତ କଳସ ଯାତ୍ରା ବାହାରିଛି । ଏହି କ୍ରମରେ ଓଡ଼ିଶାର ଆରାଧ୍ୟ ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ କରାଯାଇଛି । ବିଶ୍ୱ ହିନ୍ଦ ପରିଷଦ ପୁରୀ ଭକ୍ତ ସାଲବେଗ ପୀଠରୁ ଶ୍ରୀମନ୍ଦିର ଅଭିମୁଖେ ଶୋଭାଯାତ୍ରା କରି ମହାପ୍ରଭୁଙ୍କୁ ନିମନ୍ତ୍ରଣ ପତ୍ର ଓ ଚାଉଳ ଗୁଆ ପ୍ରଦାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’