Masthead

ଭତ୍ତା ପାଇଁ ଚାଲିଲେ ୧୧ କିମି ବୃଦ୍ଧ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ଭତ୍ତା ପାଇଁ ୧୧ କିମି ଚାଲିଲେ ବୃଦ୍ଧ । ଏଭଳି ଚିତ୍ର ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ ବିଜୟନଗର ଅଞ୍ଚଳରେ । ବିଜୟନଗର ଅଞ୍ଚଳର ୮୬ ବର୍ଷୀୟ ବୃଦ୍ଧ ଗୋକୁଳି ବଳ । ସରକାରୀ ନିୟମ ଅନୁଯାୟୀ ଭତ୍ତା ପାଇଁ ୮୦ ବର୍ଷରୁ ଉଦ୍ଧ୍ୱର୍ ବୃଦ୍ଧ-ବୃଦ୍ଧାଙ୍କୁ ୨୦୦ ଟଙ୍କା ଅଧିକ ମିଳିବା କଥା । ଭତ୍ତା ପାଇବାରେ ସୁବିଧା କରିବା ପାଇଁ ସରକାର ଭତ୍ତା ଟଙ୍କା ବ୍ୟାଙ୍କ ଆକାଉଣ୍ଟକୁ ପଠାଇବାର ସୁବିଧା କରିଛନ୍ତି ।

ମାତ୍ର ଏହି ବୃଦ୍ଧ ଜଣଙ୍କର ଭତ୍ତା ଟଙ୍କା ବ୍ୟାଙ୍କଙ୍କୁ ଆସିଛି ନା ପଞ୍ଚାୟତ କାର୍ଯ୍ୟାଳୟରେ ମିଳୁଛି । ଫଳରେ ଦୀର୍ଘ ୬ ମାସ ଭତ୍ତା ପାଇବାରୁ ବଞ୍ଚିତ ହୋଇଛନ୍ତି ବୃଦ୍ଧ । ଆଖିକୁ ଭଲ କରି ଦେଖା ଯାଉନଥିଲେ ବି ଖରାରେ ବିଜୟନଗରରୁ ଆଳି ବ୍ଲକ ଏଗାର କିମି ଚାଲି ଚାଲି ଆସି ଭତ୍ତା ଟଙ୍କା ପାଇଁ ବିଡ଼ିଓଙ୍କୁ ଗୁହାରି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ