Masthead

ଓଲଟିଲା ଗୋରୁ ବୋଝେଇ ଟ୍ରକ

ଦଶପଲ୍ଲା (ବଡ଼ ଖବର ବ୍ୟୁରୋ): ଦଶପଲ୍ଲା ଅଭିମୁଖେ ଆସୁଥିବା ଏକ ଗୋରୁ ବୋଝେଇ ମିନିଟ୍ରକ ଭାରସାମ୍ୟ ହରାଇ ଟାକରା ଖଡିପଡା ଘାଟି ନିକଟରେ ଓଲଟିପଡିଛି ।

ଫଳରେ ୪ଟି ଗାଈଙ୍କର ମୃତ୍ୟୁ ହୋଇଥିବାବେଳେ ୪ଟି ଗାଈ ଆହାତ ହୋଇଛନ୍ତି । ଖବର ପାଇ ପୋଲିସ ପହଞ୍ଚି ତଦନ୍ତ ଚଳାଇଥିବାବେଳେ ଟାକରା ପ୍ରାଣୀ ଚିକିତ୍ସକ ପହଞ୍ଚି ଆହାତ ଗାଈ ମାନଙ୍କ ଚିକିତ୍ସା କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ