Masthead

ଗିରଫ ହେଲେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରଭାସ ପ୍ରଧାନ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଆନନ୍ଦପୁର ବ୍ୟାରେଜ ଡିଭିଜନ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରଭାସ ପ୍ରଧାନ ଗିରଫ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଗତକାଲି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍‌ ହୋଇଥିଲା । ଓଡ଼ିଶା ସହ ପଶ୍ଚିମବଙ୍ଗରେ ୮୫ ପ୍ଲଟ ଠାବ କରିଥିଲା ଭିଜିଲାନ୍ସ । ଗୋଟିଏ ପାଞ୍ଚ ମହଲା କୋଠା, ମାର୍କେଟ କଂପ୍ଲେକ୍ସ ଠାବ ହୋଇଥିଲା ।

ରେଡ଼ ସମୟରେ ନଗଦ ୧୧ ଲକ୍ଷରୁ ଅଧିକ ଟଙ୍କା ଓ ୨୧୮ ଗ୍ରାମର ସୁନା ଗହଣା ଜବତ ହୋଇଛି। ଏହା ସହ ଏକ ସୁନା ବିସ୍କୁଟ ମଧ୍ୟ ଜବତ ହୋଇଛି। ଜଳେଶ୍ୱର ବଡ଼ ବଜାରରେ ଥିବା ତାଙ୍କ ପୈତୃକ ଘର, ନୂଆ କରି ତିଆରି ହେଉଥିବା ୫ ମହଲା ରହିଛି। ଏହା ସହ ସେହି ବଡ଼ବଜାରରେ ଥିବା କୋଠା, ମାର୍କେଟ୍ କମ୍ପ୍ଲେକ୍ସ, ଆଇଟିଆଇଟି ଛକରେ ସରକାରୀ ବାସଭବନ, ଅଫିସ୍ ଓ ଜଳେଶ୍ୱରରେ ଥିବା ଜଣେ ସହଯୋଗୀଙ୍କ ଘରେ ମଧ୍ୟ ଚଢାଉ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା