Masthead

ଆତଙ୍କବାଦୀ-ସୁରକ୍ଷାକର୍ମୀଙ୍କ ଗୁଳିବିନିମୟ

ଜାମ୍ମୁ କାଶ୍ମୀର(ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀର ଅନନ୍ତନାଗରେ ଗୁଳିବିନିମୟ । ଆତଙ୍କବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି । ୨-୩ ଆତଙ୍କବାଦୀଙ୍କୁ ଘେରିଲେ ସୁରକ୍ଷାକର୍ମୀ । ଏନେଇ କାଶ୍ମୀର ଜୋନ୍ ପୋଲିସ ଟ୍ୱିଟ କରି ସୂଚନା ଦେଇଛି । ଘଟଣା ସ୍ଥଳରେ ପୋଲିସ ଏବଂ ସୁରକ୍ଷାକର୍ମୀ ଉପସ୍ଥିତଥିବା ବେଲେ ସମ୍ପୂର୍ଣ୍ଣ ଅଞ୍ଚଳକୁ ସିଲ୍ କରାଯାଇଛି । ପୂର୍ବରୁ ରାଜୌରୀରେ ଆତଙ୍କବାଦୀଙ୍କ ସହ ସେନାର ଗୁଳିବିନିମୟ ହୋଇଥିଲା । ଯେଉଁଥିରେ ୫ ଯବାନ ଶହୀଦ ହୋଇଥିଲେ । ଏହାପରଠୁ ସେନା ପକ୍ଷରୁ ଆତଙ୍କୀ ନିପାତ ଅଭିଯାନ ଜୋରଦାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ