Masthead

ଫେରୁଛି କରୋନା, ଫେରିଲା ମାସ୍କ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଉପରମୁହାଁ କରୋନା ଗ୍ରାଫ । ଧିରେ ଧିରେ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ଦୈନିକ ୩ ହଜାରରୁ ଅଧିକ ମାମଲା ଚିହ୍ନଟ ହୋଇଛି । ଯେଉଁଥିରୁ ଦିଲ୍ଲୀ-ଏନସିଆରରୁ ଦୈନିକ ୫୦୦ କେସ୍ ବାହାରୁଥିବା ଜଣାପଡିଛି। ଯାହାକୁ ଆଖି ଆଗରେ ରଖି ବିଭିନ୍ନ ରାଜ୍ୟରେ କଟକଣା ଲାଗିବା ଆରମ୍ଭ ହୋଇଛି। ମହାରାଷ୍ଟ୍ରର ସତାରା ଜିଲ୍ଳାରେ ସମସ୍ତ ସରକାରୀ ଅଫିସ୍, କଲେଜ ଓ ବ୍ୟାଙ୍କ ଗୁଡିକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ।

ସେହିପରି ତାମିଲନାଡୁ ସରକାର ଏପ୍ରିଲ୍ ୧ରୁ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ କରାଯାଇଛି । ହରିଆଣାରେ ୧୦୦ରୁ ଅଧିକ ଭିଡ଼ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଛି । ଏନେଇ ହରିଆଣାର ସ୍ୱାସ୍ଥ୍ୟମନ୍ତ୍ରୀ ଅନିଲ ବିଜ କହିଛନ୍ତି, ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଦିଲ୍ଲୀରେ କିନ୍ତୁ ଏଯାବତ୍ କୌଣସି ନିଷ୍ପତ୍ତି ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ