Masthead

‘ପୁଣି ସଂସଦରେ ଉଠିବ ଜନତାଙ୍କ ପ୍ରକୃତ ସ୍ୱର’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରଦ୍ଦ ହେଇଥିବା ସାଂସଦ ପଦ ପୁଣିଥରେ ଫେରିପାଇବା ପରେ ସଂସଦ ଭବନ ଯାଇଛନ୍ତି ରାହୁଲ ଗାନ୍ଧୀ । ଦୀର୍ଘ ୧୩୬ ଦିନର ବ୍ୟବଧାନ ପରେ କଂଗ୍ରେସର ଏହି ନେତା ଆଜି ସଂସଦ ଭବନରେ ପହଞ୍ଚିଥିଲେ । ଯାହାକୁ ନେଇ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧି ଏକ ଟ୍ୱିଟ କରିଛନ୍ତି । ସେ ଟ୍ୱିଟ କରି ଲେଖିଛନ୍ତି ପୁଣି ସଂସଦରେ ପ୍ରକୃତ ସ୍ୱର ଉଠିବାକୁ ଯାଉଛି ।

ଲକ୍ଷ ଲକ୍ଷ କଂଗ୍ରେସ କର୍ମୀଙ୍କୁ ମୋ ହୃଦୟରୁ ଧନ୍ୟବାଦ । ଯିଏ ସଦା ସର୍ବଦା ରାହୁଲଙ୍କ କାନ୍ଧରେ କାନ୍ଧ ମିଶାଇ ସଙ୍ଘର୍ଷ କରିଥିଲେ । ସତ୍ୟ ଓ ନ୍ୟାୟର ଲଢେଇରେ ତାଙ୍କ ସାଥ ଦେଇଥିବା କୋଟି କୋଟି ଜନତାଙ୍କୁ ଆନ୍ତରିକ ଧନ୍ୟବାଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ