Masthead

ପୁଣି ଓଡ଼ିଆଙ୍କ ହାତରେ ଦେଶର ଦାୟିତ୍ୱ

ଭୁବନେଶ୍ୱର(ବଡ଼ ଖବର): ପୁଣି ଓଡ଼ିଆଙ୍କ ହାତରେ ଦେଶର ଦାୟିତ୍ୱ । ଓଡ଼ିଆ ପୁଅ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି ହେବେ ଭାରତୀୟ ସେନାର ଭାଇସ ଚିଫ । ଭାରତୀୟ ସେନାର ୪୨ ତମ ଭାଇସ ଚିଫ ହେବେ ଜଗସିଂହପୁର ଜିଲ୍ଲାର ଜୟବଡରେ ଜନ୍ମିତ ଚଣ୍ଡିପ୍ରସାଦ ମହାନ୍ତି । ପ୍ରଥମ ଓଡ଼ିଆ ଭାବେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି ଭାରତୀୟ ସେନାର ନର୍ଦନ କମାଣ୍ଡର ଭାବେ କାର୍ଯ୍ୟରତ ଥିବାବେଳେ ଭାଇସ ଚିଫକୁ ପଦୋନ୍ନତି ହୋଇଛନ୍ତି ।

ଜାନୁଆରୀ ୩୧ରେ ଭାଇସ ଚିଫ ଏସକେ ସାଇନିଙ୍କ କାର୍ଯ୍ୟକାଳ ସରୁଥିବାବେଳେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡିପ୍ରସାଦ ତାଙ୍କ ସ୍ଥାନ ନେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ