Masthead

ପୁଣି ବିବାଦରେ ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ):ତିର୍ତ୍ତୋଲ ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ବିବାଦ ମାମଲା। ବିଧାୟକ ବିଜୟ ଶଙ୍କର ଦାସଙ୍କ ସେକ୍ସ ରାକେଟ, ବହୁ ବିବାହିତ ନାରୀମାନଙ୍କ ସମ୍ପର୍କ, ଭଳି ଅନେକ ଅଭିଯୋଗ ଆଣିଛନ୍ତି ତାଙ୍କ ବାନ୍ଧବୀ ସୋମାଲିକ। ଏ ନେଇ ଥାନାରେ ସାନି ଏତଲା ପରେ ପୋଲିସ ବିଧାୟକଙ୍କ ନାମରେ ଅନେକ ସଙ୍ଗୀନ ଦଫା ଲାଗିଛି ।

ବର୍ତ୍ତମାନ ସୁଦ୍ଧା ପୋଲିସ ବିଧାୟକଙ୍କ ଉପରେ କୌଣସି ପ୍ରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କର ଯାଇ ନାହିଁ। ସୋମାଲିକାଙ୍କ ପ୍ରଥମେ ୧୬୧ ଧାରା ଅନୁସାରେ ବୟାନ ରେକର୍ଡ ଓ ଡାକ୍ତରୀ ମଇନା କରାଯାଇଥିଲା। ଆଜି ସୋମାଲିକାଙ୍କ ଧାରା ୧୬୪ ଅନୁସାରେ କୋର୍ଟରେ ବୟାନ ରେକର୍ଡ କରାଯିବା ନେଇ କୋର୍ଟରେ ଉପସ୍ଥିତ ହୋଇଛନ୍ତି। ତାଙ୍କ ସହିତ ତଦନ୍ତ ଅଧିକାରୀ ପୋଲିସ ଟିମ୍ ମଧ୍ୟ ଉପସ୍ଥିତ ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି