Masthead

ପୁଣି ବଢିଲା ଯମୁନା ନଦୀର ଜଳସ୍ତର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପାଣି ଘେରରେ ରାଜଧାନୀ ଦିଲ୍ଲୀ । ଯମୁନା ନଦୀର ବର୍ଦ୍ଧିତ ଜଳସ୍ତର ନେଇଆସିଛି ଲୋକଙ୍କ ପାଇଁ ଦୁଃଖ । ହସ୍ତିନାକୁଣ୍ଡ ବ୍ୟାରେଜରୁ ଲଗାତର ପ୍ରତି ସେକେଣ୍ଡରେ ଏକ ଲକ୍ଷ ଘନମିଟରରୁ ଅଧିକ ଜଳ ନିଷ୍କାସିତ ହେଉଛି ।

କୁହାଯାଉଛି ଯଦି ଜଳସ୍ତର ୨୦୬.୦୭ ମିଟର ଲକ୍ଷ ଘନ ମିଟରରୁ ଅଧିକ ଜଳ ନିଷ୍କାସିତ ହୁଏ ତେବେ ଯମୁନା ନଦୀରେ ପୁଣି ଏକ ବଡ ଧରଣର ବନ୍ୟା ସୃଷ୍ଟି ହୋଇପାରେ । ଦିଲ୍ଲୀରେ ପୁଣି ଥରେ ବିପଦ ସଙ୍କେତ ଅତିକ୍ରମ କରିଛି ଯମୁନା ନଦୀର ଜଳସ୍ତର ।

ଯମୁନା ନଦୀର ଜଳସ୍ତର ବିପଦ ସଙ୍କେତ ଠାରୁ ୧ ମିଟର ଉପରେ ରହିଛି । ସେହିପରି ନୋଏଡାରେ ମଧ୍ୟ ବନ୍ୟା ଆଲର୍ଟ ଜାରି କରାଯାଇ ନଦୀ କୂଳରୁ ୨୦୦ ଲୋକଙ୍କୁ ବନ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି