Masthead

ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ଆସିବେ କୋଟିଆ, ଚୁପ ବସିଛି ଓଡ଼ିଶା

କୋଟିଆ (ବଡ଼ ଖବର ବ୍ୟୁରୋ): ଆଜି କୋଟିଆ ଆସିବେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପିଡିକା ରାଜନ ଦୋରା । କୋଟିଆର ଫଗୁଣସିନେରୀ ଓ ଫାଟୁସିନେରୀରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ରାଜନ ଦୋରାଙ୍କ ସହ ପାର୍ବତୀପୁରମ ମାନ୍ୟମ ଜିଲ୍ଲା ଏସପି ଏସ୍‌.ସିଦ୍ଧାନ୍ତ କୁମାରଙ୍କ ସହ ବରିଷ୍ଠ ପୋଲିସ ଅଧିକାରୀ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀ କୋଟିଆ ଆସିବା ପାଇଁ କାର୍ଯ୍ୟକ୍ରମ ମଧ୍ୟ ରହିଛି।

ସେପଟେ ଉପମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ କରିବା ପାଇଁ ଦଳୀୟ କର୍ମୀ ଉତ୍ସାହିତ ଥିବା ସହ ସ୍ୱାଗତ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ରଖିଛନ୍ତି । ଗ୍ରାମର ପ୍ରତ୍ୟେକଙ୍କ ଘରେ ଆନ୍ଧ୍ର ସରକାରଙ୍କ ପୋଷ୍ଟର ମରାଯାଇଛି । ରାଜନ ଦୋରା ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ଲୋକଙ୍କ ସହ ଆଲୋଚନା କରିବା ସୂଚନା ରହିଛି । କିଛି ନୂଆ ଯୋଜନାର ମଧ୍ୟ ଶୁଭାରମ୍ଭ କରିବେ ଉପମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ