Masthead

ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ଆସିବେ କୋଟିଆ, ଚୁପ ବସିଛି ଓଡ଼ିଶା

କୋଟିଆ (ବଡ଼ ଖବର ବ୍ୟୁରୋ): ଆଜି କୋଟିଆ ଆସିବେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପିଡିକା ରାଜନ ଦୋରା । କୋଟିଆର ଫଗୁଣସିନେରୀ ଓ ଫାଟୁସିନେରୀରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ରାଜନ ଦୋରାଙ୍କ ସହ ପାର୍ବତୀପୁରମ ମାନ୍ୟମ ଜିଲ୍ଲା ଏସପି ଏସ୍‌.ସିଦ୍ଧାନ୍ତ କୁମାରଙ୍କ ସହ ବରିଷ୍ଠ ପୋଲିସ ଅଧିକାରୀ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀ କୋଟିଆ ଆସିବା ପାଇଁ କାର୍ଯ୍ୟକ୍ରମ ମଧ୍ୟ ରହିଛି।

ସେପଟେ ଉପମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ କରିବା ପାଇଁ ଦଳୀୟ କର୍ମୀ ଉତ୍ସାହିତ ଥିବା ସହ ସ୍ୱାଗତ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ରଖିଛନ୍ତି । ଗ୍ରାମର ପ୍ରତ୍ୟେକଙ୍କ ଘରେ ଆନ୍ଧ୍ର ସରକାରଙ୍କ ପୋଷ୍ଟର ମରାଯାଇଛି । ରାଜନ ଦୋରା ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ଲୋକଙ୍କ ସହ ଆଲୋଚନା କରିବା ସୂଚନା ରହିଛି । କିଛି ନୂଆ ଯୋଜନାର ମଧ୍ୟ ଶୁଭାରମ୍ଭ କରିବେ ଉପମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ