Masthead

ଆନ୍ଧ୍ର ନିର୍ବାଚନକୁ ଓଡ଼ିଆ ପ୍ରାର୍ଥୀଙ୍କ ନା

ପାରଳାଖେମୁଣ୍ଡି (ବଡ଼ ଖବର ବ୍ୟୁରୋ): ବଡ଼ ଖବରର ବଡ଼ ପ୍ରଭାବ । ଗଜପତି ଜିଲ୍ଲାର ସୀମାନ୍ତ ଗାଁ ଗୁଡିକରେ ଆନ୍ଧ୍ର ନିର୍ବାଚନକୁ ଓଡିଆ ପ୍ରାର୍ଥୀମାନେ ବର୍ଜନ କରିବା ଆରମ୍ଭ କଲେଣି । ଗଜପତି ଜିଲ୍ଲା ପ୍ରଶାସନର ହସ୍ତକ୍ଷେପ ପରେ ନିର୍ବାଚନରୁ ଓହରିଲେ ପ୍ରାର୍ଥୀନି । ଗଜପତି ଜିଲ୍ଲା ରାୟଗଡ଼ ପଂଚାୟତ ମାଣିକପାଟଣା ଗାଁର ୱାର୍ଡମେମ୍ବର ପ୍ରାର୍ଥୀନି ଲକ୍ଷ୍ମୀ ଶବର ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଛନ୍ତି । ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଗଙ୍ଗାବାଡ ପଂଚାୟତର ୬ଟି ଗାଁରେ ପଂଚାୟତ ନିର୍ବାଚନ କରିବା ପାଇଁ ଚେଷ୍ଟା କରୁଛି ଆନ୍ଧ୍ର ।

ଓଡିଶା ପ୍ରଶାସନ ହସ୍ତକ୍ଷେପ କଲାପରେ ପ୍ରାର୍ଥୀନି ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଛନ୍ତି । ସେପଟେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବା ପରେ ଧନ୍ୟବାଦ ଜଣାଇଛନ୍ତି ବଡ଼ ଖବରର ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ । ଲକ୍ଷ୍ମୀ ଶବର ଅନ୍ୟ ଜିଲ୍ଲାର ପ୍ରାର୍ଥୀଙ୍କ ପାଇଁ ପାଲଟିଛନ୍ତି ଉଦାହରଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ